Ezekiel 9:5 — Compare Translations

5 translations compared side by side

Odia - 1840
"ଏବଂ ସେ ଅନ୍ୟମାନଙ୍କୁ ମାରେ କର୍ଣ୍ଣ ଗୋଚର ରେ କହିଲେ, ତା'ର ପେଛ ନଗର ମଧ୍ଯକୁ ୟାଅ ଏବଂ କପାଳ ରେ ଚିହ୍ନ ନ ଥିବା ବ୍ଯକ୍ତିଙ୍କୁ ହତ୍ଯା କର। ଦୟା ଦଖାେଅ ନାହିଁ। ସମାନଙ୍କେୁ ଅନୁକମ୍ପା କର ନାହିଁ। ବୃଦ୍ଧବ୍ଯକ୍ତି, ୟୁବାବ୍ଯକ୍ତି, କୁମାରୀ, ସ୍ତ୍ରୀଲୋକ ଓ ଶିଶୁକୁ ମାରାତ୍ମକ ଅସ୍ତ୍ର ରେ ସମସ୍ତଙ୍କୁ ବଧ କର, କିନ୍ତୁ କପାଳ ରେ ଚିହ୍ନ ଥିବା ଲୋକ ନିକଟକୁ ୟାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣଗୋଚରରେ କହିଲେ, ତୁମ୍ଭେମାନେ ତାହାର ପଛେ ପଛେ ନଗର ମଧ୍ୟକୁ ଯାଇ ସଂହାର କର; ଚକ୍ଷୁଲଜ୍ଜା କି ଦୟା କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣ ଗୋଚରରେ କହିଲେ, “ତା’ର ପଛେ ନଗର ମଧ୍ୟକୁ ଯାଅ ଏବଂ କପାଳରେ ଚିହ୍ନ ନ ଥିବା ବ୍ୟକ୍ତିଙ୍କୁ ହତ୍ୟା କର। ଦୟା ଦେଖାଅ ନାହିଁ। ସେମାନଙ୍କୁ ଅନୁକମ୍ପା କର ନାହିଁ। ବୃଦ୍ଧବ୍ୟକ୍ତି, ଯୁବାବ୍ୟକ୍ତି, କୁମାରୀ, ସ୍ତ୍ରୀଲୋକ ଓ ଶିଶୁକୁ ମାରାତ୍ମକ ଅସ୍ତ୍ରରେ ସମସ୍ତଙ୍କୁ ବଧ କର, କିନ୍ତୁ କପାଳରେ ଚିହ୍ନ ଥିବା ଲୋକ ନିକଟକୁ ଯାଅ ନାହିଁ। ଆଉ ଆମ୍ଭ ମନ୍ଦିରରୁ ଏହି ଅଭିଯାନ ଆରମ୍ଭ କର।” ତେଣୁ ସେମାନେ ମନ୍ଦିରର ସମ୍ମୁଖରେ ଉପସ୍ଥିତ ଥିବା ପ୍ରାଚୀନଗଣଠାରୁ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣଗୋଚରରେ କହିଲେ, “ତୁମ୍ଭେମାନେ ତାହାର ପଛେ ପଛେ ନଗର ମଧ୍ୟକୁ ଯାଇ ସଂହାର କର; ଚକ୍ଷୁଲଜ୍ଜା କି ଦୟା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣଗୋଚରରେ କହିଲେ, “ତୁମ୍ଭେମାନେ ତାହାର ପଛେ ପଛେ ନଗର ମଧ୍ୟକୁ ଯାଇ ସଂହାର କର; ଚକ୍ଷୁଲଜ୍ଜା କି ଦୟା କର ନାହିଁ।