Ezekiel 9:6 — Compare Translations
4 translations compared side by side
Odia - 1840
"ଆଉ ଆମ୍ଭ ମନ୍ଦିରରୁ ଏହି ଅଭିୟାନ ଆରମ୍ଭ କର। ତେଣୁ ସମାନେେ ମନ୍ଦିରର ସମ୍ମୁଖ ରେ ଉପସ୍ଥିତ ଥିବା ପ୍ରାଚୀନଗଣଠାରୁ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର । ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)