Ezekiel 9:7 — Compare Translations
5 translations compared side by side
Odia - 1840
"ପୁଣି ପରମେଶ୍ବର ସମାନଙ୍କେୁ କହିଲେ, ଏହି ଗୃହକୁ ଅଶୁଚି କର। ଏହି ପ୍ରାଙ୍ଗଣକୁ ନିହତ ଲୋକମାନଙ୍କର ଶବ ରେ ପରିପୂର୍ଣ୍ଣ କର, ବର୍ତ୍ତମାନ ବାହାରି ୟାଅ। ତହିଁରେ ସମାନେେ ବାହାରି ୟାଇ ନଗର ମଧିଅରେ ସଂହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ କହିଲେ, ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ । ତହିଁରେ ସେମାନେ ବାହାରି ଯାଇ ନଗର ମଧ୍ୟରେ ସଂହାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପରମେଶ୍ୱର ସେମାନଙ୍କୁ କହିଲେ, “ଏହି ଗୃହକୁ ଅଶୁଚି କର। ଏହି ପ୍ରାଙ୍ଗଣକୁ ନିହତ ଲୋକମାନଙ୍କର ଶବରେ ପରିପୂର୍ଣ୍ଣ କର, ବର୍ତ୍ତମାନ ବାହାରି ଯାଅ।” ତହିଁରେ ସେମାନେ ବାହାରି ଯାଇ ନଗର ମଧ୍ୟରେ ସଂହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ କହିଲେ, “ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ।” ତହିଁରେ ସେମାନେ ବାହାରିଯାଇ ନଗର ମଧ୍ୟରେ ସଂହାର କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ କହିଲେ, “ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ।” ତହିଁରେ ସେମାନେ ବାହାରି ଯାଇ ନଗର ମଧ୍ୟରେ ସଂହାର କଲେ।