Ezekiel 9:8 — Compare Translations
5 translations compared side by side
Odia - 1840
"ଏବଂ ସମାନେେ ଯେତବେେଳେ ସଂହାର କରୁଥିଲେ, ଏକମାତ୍ର ମାେତେ ଛାଡ଼ି ଦିଆଗଲା। ତହିଁରେ ମୁଁ ତଳେ ମୁହଁ ମାଡ଼ି କ୍ରନ୍ଦନ କଲି, ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ କ'ଣ ୟିରୁଶାଲମ ଉପ ରେ କୋପ କରି ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ବିନାଶ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, ଆହା, ପ୍ରଭୋ, ସଦାପ୍ରଭୋ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନେ ଯେତେବେଳେ ସଂହାର କରୁଥିଲେ, ଏକମାତ୍ର ମୋତେ ଛାଡ଼ି ଦିଆଗଲା। ତହିଁରେ ମୁଁ ତଳେ ମୁହଁ ମାଡ଼ି କ୍ରନ୍ଦନ କଲି, “ହେ ସଦାପ୍ରଭୁ, ମୋର ପ୍ରଭୁ, ତୁମ୍ଭେ କ’ଣ ଯିରୁଶାଲମ ଉପରେ କୋପ କରି ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ବିନାଶ କରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ?”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ?”