Ezra 1:11 — Compare Translations
5 translations compared side by side
Odia - 1840
"ଏହି ସମସ୍ତ ମିଶି 5,400 ସ୍ବର୍ଣ୍ଣ ଓ ରୌପମଯ ପାତ୍ର ଥିଲା। ବନ୍ଦୀଲୋକମାନଙ୍କୁ ବାବିଲରୁ ୟିରୁଶାଲମକୁ ଅଣାୟିବା ସମୟରେ ଶେଶବସର ଏହିସବୁ ଦ୍ରବ୍ଯ ଆଣିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ଵର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲ୍ରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମସ୍ତ ମିଶି 5400 ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା। ବନ୍ଦୀଲୋକମାନଙ୍କୁ ବାବିଲରୁ ଯିରୁଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା।
Odia IRV 2017 (ଓଡିଆ ବାଇବେଲ)
ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା।