Ezra 1:2 — Compare Translations

5 translations compared side by side

Odia - 1840
"ପାରସ୍ଯର ରାଜା କୋରସ ଏହିପରି କହିଛନ୍ତି: ସଦାପ୍ରଭୁ, ସ୍ବର୍ଗର ପରମେଶ୍ବର, ପୃଥିବୀର ସମସ୍ତ ରାଜ୍ଯ ମାେତେ ପ୍ରଦାନ କରିଛନ୍ତି। ଏବଂ ସଦାପ୍ରଭୁ ମାେତେ ଯିହୁଦା ରାଜ୍ଯର ୟିରୁଶାଲମଠା ରେ ତାହାଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରିବା ପାଇଁ ନିରୂପଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାରସ୍ୟର ରାଜା କୋରସ୍ ଏହା କହନ୍ତି, ସଦାପ୍ରଭୁ ସ୍ଵର୍ଗର ପରମେଶ୍ଵର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ପାରସ୍ୟର ରାଜା କୋରସ୍ ଏହିପରି କହିଛନ୍ତି: ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ମୋତେ ପ୍ରଦାନ କରିଛନ୍ତି। ଏବଂ ସଦାପ୍ରଭୁ ମୋତେ ଯିହୁଦା ରାଜ୍ୟର ଯିରୁଶାଲମଠାରେ ତାହାଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରିବା ପାଇଁ ନିରୂପଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।