Ezra 1:3 — Compare Translations
5 translations compared side by side
Odia - 1840
"ତାଙ୍କ ସମସ୍ତ ଲୋକମାନଙ୍କ ମଧ୍ଯରୁ ତୁମ୍ଭମାନଙ୍କ ଭିତରୁ ଯେ କହେି ହୁଅନା, ତାର ପରମେଶ୍ବର ତା ସହିତ ରୁହନ୍ତୁ। ଯିହୁଦାସ୍ଥିତ ୟିରୁଶାଲମ ପର୍ୟ୍ଯନ୍ତ ତାକୁ ୟିବାକୁ ଦିଅ ଏବଂ ତାକୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବାକୁ ଦିଅ। ସେ ହିଁ ପରମେଶ୍ବର ୟିଏକି ୟିରୁଶାଲମ ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ଵର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ଵର ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ସମସ୍ତ ଲୋକମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ଭିତରୁ ଯେକେହି ହୁଅନା, ତାର ପରମେଶ୍ୱର ତା’ ସହିତ ରୁହନ୍ତୁ। ଯିହୁଦାସ୍ଥିତ ଯିରୁଶାଲମ ପର୍ଯ୍ୟନ୍ତ ତାକୁ ଯିବାକୁ ଦିଅ ଏବଂ ତାକୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବାକୁ ଦିଅ। ସେ ହିଁ ପରମେଶ୍ୱର ଯିଏ କି ଯିରୁଶାଲମରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)