Ezra 1:4 — Compare Translations
5 translations compared side by side
Odia - 1840
"ଆଉ ଯେ କୌଣସି ଲୋକ ଅନ୍ୟଠା ରେ ବାସ କରୁଛନ୍ତି, ସହେି ସ୍ଥାନର ଲୋକମାନେ ୟିରୁଶାଲମସ୍ଥ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ସ୍ବଇଛା ରେ ଦତ୍ତ ନବୈେଦ୍ଯ ଛଡା ରୂପା, ସୁନା, ନାନାଦ୍ରବ୍ଯ ଓ ପଶୁ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେକୌଣସି ଲୋକ ଅନ୍ୟଠାରେ ବାସ କରୁଛନ୍ତି, ସେହି ସ୍ଥାନର ଲୋକମାନେ ଯିରୁଶାଲମସ୍ଥ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ସ୍ୱଇଚ୍ଛାରେ ଦତ୍ତ ନୈବେଦ୍ୟ ଛଡ଼ା ରୂପା, ସୁନା, ନାନାଦ୍ରବ୍ୟ ଓ ପଶୁ ଦିଅନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)