Ezra 1:5 — Compare Translations

5 translations compared side by side

Odia - 1840
"ଯିହୁଦା ଏବଂ ବିନ୍ଯାମୀନ ପରିବାରବର୍ଗର ମୁଖିଆମାନେ, ଯାଜକଗଣ ଓ ଲବେୀୟମାନେ ୟିରୁଶାଲମକୁ ୟିବାପାଇଁ ପ୍ରସ୍ତୁତ ହେଲ। ସମାନେେ ସଠାେକୁ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବା ପାଇଁ ଗଲେ। ପରମେଶ୍ବର ଯେଉଁମାନଙ୍କ ମନ ରେ ପ୍ରବୃତ୍ତ ଦଇେଥିଲେ, ସମାନଙ୍କେ ସହିତ ପ୍ରେତ୍ୟକକ ଲୋକ ୟିବାପାଇଁ ପ୍ରସ୍ତୁତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିହୁଦାର ଓ ବିନ୍ୟାମୀନର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ଵର ଯେଉଁ ସମସ୍ତଙ୍କ ମନରେ ପ୍ରବୃତ୍ତି ଦେଲେ, ସେମାନେ ଉଠିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ଏବଂ ବିନ୍ୟାମୀନ ପରିବାରବର୍ଗର ମୁଖିଆମାନେ, ଯାଜକଗଣ ଓ ଲେବୀୟମାନେ ଯିରୁଶାଲମକୁ ଯିବା ପାଇଁ ପ୍ରସ୍ତୁତ ହେଲେ। ସେମାନେ ସେଠାକୁ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବା ପାଇଁ ଗଲେ। ପରମେଶ୍ୱର ଯେଉଁମାନଙ୍କ ମନରେ ପ୍ରବୃତ୍ତ ଦେଇଥିଲେ, ସେମାନଙ୍କ ସହିତ ପ୍ରତ୍ୟେକ ଲୋକ ଯିବା ପାଇଁ ପ୍ରସ୍ତୁତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍‍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍‍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍‍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍‍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ।