Ezra 1:6 — Compare Translations

5 translations compared side by side

Odia - 1840
"ସମାନଙ୍କେର ପଡ଼ୋଶୀମାନେ ସମାନଙ୍କେୁ ରୂପା, ସୁନା, ପଶୁ ଏବଂ ଅନ୍ଯାନ୍ଯ ବହୁମୂଲ୍ଯ ଦ୍ରବ୍ଯ ସ୍ବେଚ୍ଛାଦର ନବୈେଦ୍ଯ ସହିତ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ଵର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ପଡ଼ୋଶୀମାନେ ସେମାନଙ୍କୁ ରୂପା, ସୁନା, ପଶୁ ଏବଂ ଅନ୍ୟାନ୍ୟ ବହୁମୂଲ୍ୟ ଦ୍ରବ୍ୟ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସହିତ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।