Ezra 1:7 — Compare Translations
5 translations compared side by side
Odia - 1840
"ଆଉ ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ମନ୍ଦିରର ଯେ ସକଳ ପାତ୍ର ୟିରୁଶାଲମରୁ ଆଣି ଆପଣା ମିଥ୍ଯା ଦବେତାଗଣଙ୍କ ମନ୍ଦିର ରେ ରଖିଥିଲା, କୋରସ ରାଜା ତାହାସବୁ ବାହାର କରି ଆଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ନବୁଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ମନ୍ଦିରର ଯେ ସକଳ ପାତ୍ର ଯିରୁଶାଲମରୁ ଆଣି ଆପଣା ମିଥ୍ୟା ଦେବତାଗଣଙ୍କ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହା ସବୁ ବାହାର କରି ଆଣିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା।