Ezra 1:8 — Compare Translations

5 translations compared side by side

Odia - 1840
"ପାରସ୍ଯର ରାଜା କୋରସ୍ କୋଷାଧ୍ଯକ୍ଷ ମିତ୍ରଦାତକୁ ସମାନଙ୍କେୁ ଦେଲେ ଏବଂ ସେ ସମାନଙ୍କେୁ ଯିହୁଦାର ରାଜପୁତ୍ର ଶେଶବସରଙ୍କର ଉପସ୍ଥିତି ରେ ଗଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାରସ୍ୟର ରାଜା କୋରସ୍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ଵାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରି ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପାରସ୍ୟର ରାଜା କୋରସ୍ କୋଷାଧ୍ୟକ୍ଷ ମିତ୍ରଦାତକୁ ସେମାନଙ୍କୁ ଦେଲେ ଏବଂ ସେ ସେମାନଙ୍କୁ ଯିହୁଦାର ରାଜପୁତ୍ର ଶେଶବସରଙ୍କର ଉପସ୍ଥିତିରେ ଗଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାରସ୍ୟର ରାଜା କୋରସ୍‍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ୱାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରିଦେଲା।
Odia IRV 2017 (ଓଡିଆ ବାଇବେଲ)
ପାରସ୍ୟର ରାଜା କୋରସ୍‍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ୱାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରି ଦେଲା।