Ezra 1:9 — Compare Translations
5 translations compared side by side
Odia - 1840
"ମିତ୍ରଦାତର ସଦାପ୍ରଭୁଙ୍କର ମନ୍ଦିରରୁ ଯେଉଁ ସବୁ ବସ୍ତୁ ଆଣିଥିଲା, ସହେି ଦ୍ରବ୍ଯଗୁଡିକ ସଂଖ୍ଯା ଏହିପରି ଥିଲା: ସୁନାଥାଳୀ 30 ରୂପାଥାଳୀ 1,000 ଛୁରୀ29"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପା ଥାଳୀ, ଅଣତିରିଶ ଛୁରୀ;
Odia Bible ERV 2004 (ପବିତ୍ର ବାଇବଲ)
ମିତ୍ରଦାତର ସଦାପ୍ରଭୁଙ୍କର ମନ୍ଦିରରୁ ଯେଉଁସବୁ ବସ୍ତୁ ଆଣିଥିଲା, ସେହି ଦ୍ରବ୍ୟଗୁଡ଼ିକର ସଂଖ୍ୟା ଏହିପରି ଥିଲା: ସୁନାଥାଳୀ 30, ରୂପାଥାଳୀ 1000, ଛୁରୀ 29,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପାଥାଳୀ, ଅଣତିରିଶ ଛୁରୀ;
Odia IRV 2017 (ଓଡିଆ ବାଇବେଲ)
ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପା ଥାଳୀ, ଅଣତିରିଶ ଛୁରୀ;