Ezra 10:1 — Compare Translations
5 translations compared side by side
Odia - 1840
"ଏଜ୍ରା ପରମେଶ୍ବରଙ୍କ ଗୃହ ସମ୍ମୁଖ ରେ ପ୍ରାର୍ଥନା କରୁଥିଲେ ଓ ତାଙ୍କର ଦୋଷ ସ୍ବୀକାର କରୁଥିଲେ। ଏହି ସମୟରେ ସେ ପରମେଶ୍ବରଙ୍କ ମନ୍ଦିର ସମ୍ମୁଖ ରେ ନତମସ୍ତକ ହାଇେ କ୍ରନ୍ଦନ କରୁଥିଲେ। ଏଜ୍ରା ଏପରି କରୁଥିବା ସମୟରେ ଦଳେ ଲୋକ ଇଶ୍ରାୟେଲର ପୁରୁଷମାନେ, ସ୍ତ୍ରୀମାନେ ଓ ପିଲାମାନେ ତାଙ୍କ ଚତୁଃପାଶର୍ବ ରେ ଘରେି ରହିଥିଲେ। ସହେି ଇଶ୍ରାୟେଲୀୟମାନେ ମଧ୍ଯ ଅତିଶଯ କ୍ରନ୍ଦନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଜ୍ରା ପରମେଶ୍ଵରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ଵୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାହା ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସେମାନଙ୍କର ପାପ ସ୍ୱୀକାର କଲେ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା କରୁଥିଲେ ଓ ତାଙ୍କର ଦୋଷ ସ୍ୱୀକାର କରୁଥିଲେ। ଏହି ସମୟରେ ସେ ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ନତମସ୍ତକ ହୋଇ କ୍ରନ୍ଦନ କରୁଥିଲେ। ଏଜ୍ରା ଏପରି କରୁଥିବା ସମୟରେ ଦଳେ ଲୋକ ଇସ୍ରାଏଲର ପୁରୁଷମାନେ, ସ୍ତ୍ରୀମାନେ ଓ ପିଲାମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଘେରି ରହିଥିଲେ। ସେହି ଇସ୍ରାଏଲୀୟମାନେ ମଧ୍ୟ ଅତିଶୟ କ୍ରନ୍ଦନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।