Ezra 10:11 — Compare Translations
5 translations compared side by side
Odia - 1840
"ଏଣୁ ତୁମ୍ଭେ ତୁମ୍ଭର ପିତୃଗଣର ପରମେଶ୍ବର ସଦାପ୍ରଭୁଙ୍କ ନିକଟରେ ପ୍ରକାଶ କର। ତାଙ୍କର ତୁଷ୍ଟିଜନକ କାର୍ୟ୍ଯ କର। ଦେଶସ୍ଥ ଅନ୍ୟ ଗୋଷ୍ଠୀଯମାନଙ୍କଠାରୁ ଓ ଅନ୍ୟ ଦେଶୀଯା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ନିକଟରେ ସ୍ଵୀକାର କର ଓ ତାହାଙ୍କର ତୁଷ୍ଟିଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ତୁମ୍ଭେ ତୁମ୍ଭର ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ନିକଟରେ ପ୍ରକାଶ କର। ତାଙ୍କର ତୁଷ୍ଟିଜନକ କାର୍ଯ୍ୟ କର। ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ନିକଟରେ ସ୍ୱୀକାର କର ଓ ତାହାଙ୍କର ସନ୍ତୋଷଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ନିକଟରେ ସ୍ୱୀକାର କର ଓ ତାହାଙ୍କର ସନ୍ତୋଷଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।”