Ezra 10:12 — Compare Translations

5 translations compared side by side

Odia - 1840
"ଏହାପରେ ସମଗ୍ର ସମାଜ ଏକତ୍ରୀତ ହାଇେ ଏଜ୍ରାଙ୍କୁ ଉତ୍ତର ଦଇେ କହିଲେ, ହେ ଏଜ୍ରା, ତୁମ୍ଭେ ଠିକ୍ କହିଛ। ତୁମ୍ଭେ ଆମ୍ଭକୁ ଯାହା କହିଲ ଆମ୍ଭେ ଠିକ୍ ସହେିପରି କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚୈଃସ୍ଵରରେ କହିଲେ, ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସମଗ୍ର ସମାଜ ଏକତ୍ରିତ ହୋଇ ଏଜ୍ରାଙ୍କୁ ଉତ୍ତର ଦେଇ କହିଲେ, “ହେ ଏଜ୍ରା, ତୁମ୍ଭେ ଠିକ୍ କହିଛ। ତୁମ୍ଭେ ଆମ୍ଭକୁ ଯାହା କହିଲ ଆମ୍ଭେ ଠିକ୍ ସେହିପରି କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚସ୍ୱରରେ କହିଲେ, “ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚୈଃସ୍ୱରରେ କହିଲେ, “ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ।