Ezra 10:13 — Compare Translations
5 translations compared side by side
Odia - 1840
"କିନ୍ତୁ ଏଠା ରେ ବହୁତ ଲୋକ ଅଛନ୍ତି ଏବଂ ଏହା ବର୍ତ୍ତମାନ ବୃଷ୍ଟିର ସମୟ। ଆଉ ଆମ୍ଭମାନେେ ବାହା ରେ ଠିଆ ହବୋ ଅସମ୍ଭବ। ଏବଂ ଏହା ଅଳ୍ପ ଦିନର କାର୍ୟ୍ଯ ନୁହେଁ, ଯେ ହତେୁ ଏହି ବିଷଯ ରେ ଆମ୍ଭମାନେେ ମହା ଅପରାଧ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏଠାରେ ବହୁତ ଲୋକ ଅଛନ୍ତି ଏବଂ ଏହା ବର୍ତ୍ତମାନ ବୃଷ୍ଟିର ସମୟ। ଆଉ ଆମ୍ଭେମାନେ ବାହାରେ ଠିଆ ହେବା ଅସମ୍ଭବ। ଏବଂ ଏହା ଅଳ୍ପ ଦିନର କାର୍ଯ୍ୟ ନୁହେଁ, ଯେହେତୁ ଏହି ବିଷୟରେ ଆମ୍ଭେମାନେ ମହା ଅପରାଧ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏହି ବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ।