Ezra 10:14 — Compare Translations
5 translations compared side by side
Odia - 1840
"ଏଣୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିୟୁକ୍ତ ହୁଅନ୍ତୁ। ଯେଉଁ ଲୋକମାନେ ଅଣ-ଇଶ୍ରାୟେଲୀୟ ସ୍ତ୍ରୀମାନଙ୍କୁ ବିବାହ କରିଛନ୍ତି, ସମାନେେ ସମସ୍ତେ ନିରୁପିତ ସମୟରେ ଆସନ୍ତୁ ଓ ସମାନଙ୍କେ ସଙ୍ଗେ ପ୍ରେତ୍ୟକକ ନଗରର ପ୍ରାଚୀନଗଣ ଓ ବିଗ୍ଭର କର୍ତ୍ତାଗଣ ଆସନ୍ତୁ। ଆମ୍ଭ ପରମେଶ୍ବରଙ୍କର କୋରଧ ଯେପର୍ୟ୍ଯନ୍ତ ଅତିକ୍ରମ ନ ହାଇେଛି ଏହି କାରଣ ଯୋଗୁଁ ଏହି ବିଷଯ ଗ୍ରହଣୀଯ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଚଣ୍ତ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହୁଅନ୍ତୁ। ଯେଉଁ ଲୋକମାନେ ଅଣଇସ୍ରାଏଲୀୟ ସ୍ତ୍ରୀମାନଙ୍କୁ ବିବାହ କରିଛନ୍ତି, ସେମାନେ ସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଗ୍ଭରକର୍ତ୍ତାଗଣ ଆସନ୍ତୁ। ଆମ୍ଭ ପରମେଶ୍ୱରଙ୍କର କ୍ରୋଧ ଯେପର୍ଯ୍ୟନ୍ତ ଅତିକ୍ରମ ନ ହୋଇଛି ଏହି କାରଣ ଯୋଗୁଁ ଏହି ବିଷୟ ଗ୍ରହଣୀୟ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଚଣ୍ଡ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏହି ବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଚଣ୍ଡ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ।”