Ezra 10:15 — Compare Translations

5 translations compared side by side

Odia - 1840
"ଏହି କଥା ବିରୁଦ୍ଧ ରେ କବଳେ ଆସା ହେଲର ପୁତ୍ର ଯୋନାଥନ ଓ ତିକ୍ବର ପୁତ୍ର ୟହସିଯ ଉଠିଲେ। ଆଉ ମସୁଲମ୍ ଓ ଲବେୀୟ ଶଦ୍ଦଥଯ ସମାନଙ୍କେର ସାହାୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ୍ ଓ ତିକ୍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି କଥା ବିରୁଦ୍ଧରେ କେବଳ ଆସାହେଲର ପୁତ୍ର ଯୋନାଥନ ଓ ତି‌କ୍‌ବର ପୁତ୍ର ଯହସିୟ ଉଠିଲେ। ଆଉ ମସୁଲମ୍ ଓ ଲେବୀୟ ଶବ୍ଦଥୟ ସେମାନଙ୍କର ସାହାଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ ଓ ତିକ୍‍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍‍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ ଓ ତିକ୍‍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍‍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ।