Ezra 10:16 — Compare Translations
5 translations compared side by side
Odia - 1840
"ମାତ୍ର ବନ୍ଦୀତ୍ବରୁ ସନ୍ତାନମାନେ ସହେିପରି କର୍ମ କଲେ। ପୁଣି ଯାଜକ ଏଜ୍ରା ସଇେ ଲୋକମାନଙ୍କୁ ବାଛିଲେ, ଯେଉଁମାନେ ପରିବାରର ମୁଖ୍ଯ ଥିଲେ। ପ୍ରେତ୍ୟକକ ପରିବାରରୁ ଜଣେ ଲଖାେଁଏ ବଛାଗଲେ। ଆଉ ସମାନେେ ଦଶମ ମାସର ପ୍ରଥମ ଦିନ ସହେି ବିଷଯ ଅନୁସନ୍ଧାନ କରିବାକୁ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବନ୍ଦୀତ୍ଵର ସନ୍ତାନମାନେ ସେହିପରି କର୍ମ କଲେ । ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ୍ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି ଯାଜକ ଏଜ୍ରା ସେଇ ଲୋକମାନଙ୍କୁ ବାଛିଲେ, ଯେଉଁମାନେ ପରିବାରର ମୁଖ୍ୟ ଥିଲେ। ପ୍ରତ୍ୟେକ ପରିବାରରୁ ଜଣେ ଲେଖାଏଁ ବଛାଗଲେ। ଆଉ ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ ପ୍ରଧାନ କେତେକ ଲୋକ ପୃଥକ୍ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।