Ezra 10:17 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ପ୍ରଥମ ମାସର ପ୍ରଥମ ଦିନ ରେ ଅନ୍ୟ ଦେଶୀଯା ସ୍ତ୍ରୀ ବିବାହକାରୀ ପୁରୁଷ ସମସ୍ତଙ୍କର ବିଗ୍ଭର ସମାପ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ-ବିବାହକାରୀ ପୁରୁଷ ସମସ୍ତଙ୍କର ବିଚାର ସମାପ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ ବିବାହକାରୀ ପୁରୁଷ ସମସ୍ତଙ୍କର ବିଗ୍ଭର ସମାପ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ-ବିବାହକାରୀ ପୁରୁଷ ସମସ୍ତଙ୍କର ବିଚାର ସମାପ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ-ବିବାହକାରୀ ପୁରୁଷ ସମସ୍ତଙ୍କର ବିଚାର ସମାପ୍ତ କଲେ।