Ezra 10:18 — Compare Translations
5 translations compared side by side
Odia - 1840
"ଯାଜକମାନଙ୍କ ବଂଶଗଣ ମଧ୍ଯରୁ ଯେଉଁମାନେ ଅନ୍ୟ ଦେଶୀଯା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସମାନେେ ହେଲ ଯଥା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଷର, ଯାରିବ ଓ ଗଦଲୀୟ ।
Odia Bible ERV 2004 (ପବିତ୍ର ବାଇବଲ)
ବିଦେଶିନୀ ସ୍ତ୍ରୀମାନଙ୍କୁ ବିବାହ କରିଥିବା ଲୋକମାନଙ୍କର ତାଲିକା ଯାଜକମାନଙ୍କ ବଂଶଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ହେଲେ ଯଥା: ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଷର, ଯାରିବ ଓ ଗଦଲିୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ।
Odia IRV 2017 (ଓଡିଆ ବାଇବେଲ)
ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ।