Ezra 10:19 — Compare Translations
5 translations compared side by side
Odia - 1840
"ଏମାନେ ଆପଣା ଆପଣା ସ୍ତ୍ରୀମାନଙ୍କୁ ଦୂର କରି ଦବେେ ବୋଲି କଥା ଦେଲେ। ଆଉ ଦୋଷୀ ହବୋରୁ ସମାନେେ ନିଜ ନିଜର ଦୋଷ ସକାେଶ ପଲରୁ ଏକ ଏକ ମଷେ ଦୋଷାର୍ଥକବଳି ରୂପେ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରି ଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ଆପଣା ଆପଣା ସ୍ତ୍ରୀମାନଙ୍କୁ ଦୂର କରି ଦେବେ ବୋଲି କଥା ଦେଲେ। ଆଉ ଦୋଷୀ ହେବାରୁ ସେମାନେ ନିଜ ନିଜର ଦୋଷ ସକାଶେ ପଲରୁ ଏକ ଏକ ମେଷ ଦୋଷାର୍ଥକବଳି ରୂପେ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରିଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରି ଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।