Ezra 10:2 — Compare Translations

5 translations compared side by side

Odia - 1840
"ଏହାପରେ ଏଲାମର ବଂଶଧରମାନଙ୍କ ମଧ୍ଯରୁ ୟିହୀଯଲରେ ପୁତ୍ର ଶଖନିଯ ଏଜ୍ରାଙ୍କୁ କହିଲା, ଆମ୍ଭେ ଆମ୍ଭର ପରମେଶ୍ବରଙ୍କୁ ବିଶ୍ବାସଘାତ କରୁଛୁ। ଆମ୍ଭେ ଅନ୍ୟ ଦେଶୀଯମାନଙ୍କୁ ବିବାହ କରିଛୁ। କିନ୍ତୁ ଆମ୍ଭେ ଏପରି କଲେ ମଧ୍ଯ ଆମ୍ଭମାନଙ୍କର ଇଶ୍ରାୟେଲଙ୍କ ପ୍ରତି ଭରସା ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଏଲମର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାକୁ ଉତ୍ତର କରି କହିଲା, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରି ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଏଲାମର ବଂଶଧରମାନଙ୍କ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନିୟ ଏଜ୍ରାଙ୍କୁ କହିଲା, “ଆମ୍ଭେ ଆମ୍ଭର ପରମେଶ୍ୱରଙ୍କୁ ବିଶ୍ୱାସଘାତ କରୁଛୁ। ଆମ୍ଭେ ଅନ୍ୟ ଦେଶୀୟମାନଙ୍କୁ ବିବାହ କରିଛୁ। କିନ୍ତୁ ଆମ୍ଭେ ଏପରି କଲେ ମଧ୍ୟ ଆମ୍ଭମାନଙ୍କର ଇସ୍ରାଏଲଙ୍କ ପ୍ରତି ଭରସା ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏହି ବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।