Ezra 10:25 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ମଧିଅରେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ ଓ ଯିଷୀୟ ଓ ମଲ୍କୀୟ ଓ ମିୟାମୀନ୍ ଓ ଇଲିୟାସର ଓ ମଲ୍କୀୟ ଓ ବନାୟ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ମଧ୍ୟରେ ପରିୟୋଶର ବଂଶଧରମାନଙ୍କ ମଧ୍ୟରୁ ରମିୟ ଓ ଯିଷିୟ, ମଲ୍କିୟ, ମିୟାମୀନ୍, ଇଲିୟାସର, ମଲ୍କିୟ ଓ ବନାୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ, ଯିଷୀୟ, ମଲ୍କୀୟ, ମିୟାମୀନ୍, ଇଲୀୟାସର, ମଲ୍କୀୟ ଓ ବନାୟ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ, ଯିଷୀୟ, ମଲ୍କୀୟ, ମିୟାମୀନ୍, ଇଲୀୟାସର, ମଲ୍କୀୟ ଓ ବନାୟ।