Ezra 10:29 — Compare Translations

5 translations compared side by side

Odia - 1840
"ଆଉ ବାନିର ବଂଶଧରଗଣ ମଧ୍ଯରୁ ମଶୁଲ୍ଲମ୍, ମଲ୍ଲକ ଓ ଅଦାଯା, ଯାଶୂବ୍, ଶାଲ ଓ ଯି ରମୋେତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍, ମଲ୍ଲୁକ ଓ ଅଦାୟା, ଯାଶୂବ୍ ଓ ଶାଲ, ଯିରେମୋତ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ବାନିର ବଂଶଧରଗଣ ମଧ୍ୟରୁ ମଶୁଲ୍ଲମ୍, ମଲ୍ଲକ, ଅଦାୟା, ଯାଶୂବ୍, ଶାଲ ଓ ଯିରେମୋତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍‍, ମଲ୍ଲୁକ ଓ ଅଦାୟା, ଯାଶୂବ ଓ ଶାଲ, ଯିରେମୋତ୍‍।
Odia IRV 2017 (ଓଡିଆ ବାଇବେଲ)
ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍‍, ମଲ୍ଲୁକ ଓ ଅଦାୟା, ଯାଶୂବ ଓ ଶାଲ, ଯିରେମୋତ୍‍।