Ezra 10:3 — Compare Translations
5 translations compared side by side
Odia - 1840
"ଏବେ ଆମ୍ଭମାନେେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ବରଙ୍କ ଆଜ୍ଞା ରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସା ରେ ଏହିସବୁ ସ୍ତ୍ରୀମାନଙ୍କୁ ଓ ଏମାନଙ୍କଠାରୁ ଜାତ ସନ୍ତାନମାନଙ୍କୁ ଦୂର କରିଦବୋ ପାଇଁ ଆମ୍ଭମାନଙ୍କ ପରମେଶ୍ବରଙ୍କ ସହିତ ଚୁକ୍ତି କରିବା ଏବଂ ଏହା ପରମେଶ୍ବରଙ୍କ ବ୍ଯବସ୍ଥାନୁସା ରେ କରାଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରି ଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ଆମ୍ଭେମାନେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହିସବୁ ସ୍ତ୍ରୀମାନଙ୍କୁ ଓ ଏମାନଙ୍କଠାରୁ ଜାତ ସନ୍ତାନମାନଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ଚୁକ୍ତି କରିବା ଏବଂ ଏହା ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ କରାଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରି ଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।