Ezra 10:4 — Compare Translations

5 translations compared side by side

Odia - 1840
"ହେ ଏଜ୍ରା, ଉଠନ୍ତୁ, କାରଣ ଏହା ତୁମ୍ଭ ଉପରେ ଏହି କାର୍ୟ୍ଯର ଭାର ଅଛି, ତେଣୁ ଆମ୍ଭମାନେେ ତୁମ୍ଭକୁ ସାହାୟ୍ଯ କରିବୁ। ସାହସିକ ହାଇେ ଏହି କାର୍ୟ୍ଯ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଏଜ୍ରା, ଉଠ, କାରଣ ତୁମ୍ଭ ଉପରେ ଏହି କାର୍ଯ୍ୟର ଭାର ଅଛି, ତେଣୁ ଆମ୍ଭେମାନେ ତୁମ୍ଭକୁ ସାହାଯ୍ୟ କରିବୁ। ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”