Ezra 10:44 — Compare Translations

5 translations compared side by side

Odia - 1840
"ଏସମସ୍ତ, ଲୋକମାନେ ଅଣ ଇଶ୍ରାୟେଲୀୟ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ। ଆଉ ସମାନେେ ସମାନଙ୍କେର ବିଦେଶୀନି ସ୍ତ୍ରୀମାନଙ୍କୁ ସମାନଙ୍କେର ସନ୍ତାନମାନଙ୍କ ସହିତ ପଠଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏସମସ୍ତ ଲୋକମାନେ ଅଣଇସ୍ରାଏଲୀୟ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ। ଆଉ ସେମାନେ ସେମାନଙ୍କର ବିଦେଶୀନି ସ୍ତ୍ରୀମାନଙ୍କୁ ସେମାନଙ୍କର ସନ୍ତାନମାନଙ୍କ ସହିତ ପଠେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ।