Ezra 10:5 — Compare Translations

5 translations compared side by side

Odia - 1840
"ତେଣୁ ଏଜ୍ରା ଉଠିଲେ। ସହେି ବାକ୍ଯ ଅନୁସାରେ କାର୍ୟ୍ଯ କରିବା ପାଇଁ ଯାଜକମାନଙ୍କର, ଲବେୀୟମାନଙ୍କର ଓ ସମଗ୍ର ଇଶ୍ରାୟେଲର ପ୍ରଧାନବର୍ଗ ପ୍ରତିଜ୍ଞା କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲା । ତହିଁରେ ସେମାନେ ଶପଥ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏଜ୍ରା ଉଠିଲେ। ସେହି ବାକ୍ୟ ଅନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ପ୍ରତିଜ୍ଞା କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ।