Ezra 10:7 — Compare Translations

5 translations compared side by side

Odia - 1840
"ଏହାପରେ ସେ ଯିହୁଦା ଓ ୟିରୁଶାଲମର ପ୍ରେତ୍ୟକକ ପ୍ରାନ୍ତରକୁ ଖବର ପଠାଇଲେ। ଏବଂ ସେ ସହେି ଲୋକମାନଙ୍କୁ, ଯେଉଁମାନେ ବନ୍ଦୀତ୍ବରୁ ଫରେି ଆସିଥିଲେ, ସମାନଙ୍କେ ନିକଟରେ ଘାଷେଣା କରି କହିଲେ, ସମାନେେ ୟିରୁଶାଲମ ରେ ଏକତ୍ରୀତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ଵର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ଯିହୁଦା ଓ ଯିରୁଶାଲମର ପ୍ରତ୍ୟେକ ପ୍ରାନ୍ତରକୁ ଖବର ପଠାଇଲେ। ଏବଂ ସେ ସେହି ଲୋକମାନଙ୍କୁ, ଯେଉଁମାନେ ବନ୍ଦୀତ୍ୱରୁ ଫେରି ଆସିଥିଲେ, ସେମାନଙ୍କ ନିକଟରେ ଘୋଷଣା କରି କହିଲେ, ସେମାନେ ଯିରୁଶାଲମରେ ଏକତ୍ରିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ୱର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ୱର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, “ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;