Ezra 10:8 — Compare Translations

5 translations compared side by side

Odia - 1840
"ଯଦି କୌଣସି ଲୋକ ତିନି ଦିନ ମଧିଅରେ ୟିରୁଶାଲମକୁ ନ ଆସିବ, ତବେେ ତାର ସମସ୍ତ ସମ୍ପତ୍ତି ହରଣ କରାୟିବ। ଏହି ନିଷ୍ପତ୍ତି ଅଧିପତିମାନେ ଓ ପ୍ରାଚୀନବର୍ଗମାନେ ନଇେଥିଲେ ଓ ସମାନଙ୍କେୁ ମଧ୍ଯ ବନ୍ଦୀତ୍ବର ସମାଜରୁ ପୃଥକ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅଧିପତିମାନଙ୍କର ଓ ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ଵ ହରଣ କରାଯିବ ଓ ସେ ନିଜେ ବନ୍ଦୀତ୍ଵର ସମାଜରୁ ପୃଥକ୍ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଲୋକ ତିନି ଦିନ ମଧ୍ୟରେ ଯିରୁଶାଲମକୁ ନ ଆସିବ, ତେବେ ତାର ସମସ୍ତ ସମ୍ପତ୍ତି ହରଣ କରାଯିବ। ଏହି ନିଷ୍ପତ୍ତି ଅଧିପତିମାନେ ଓ ପ୍ରାଚୀନବର୍ଗମାନେ ନେଇଥିଲେ ଓ ସେମାନଙ୍କୁ ମଧ୍ୟ ବନ୍ଦୀତ୍ୱର ସମାଜରୁ ପୃଥକ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅଧିପତିମାନଙ୍କର ଓ ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ୱ ହରଣ କରାଯିବ ଓ ସେ ନିଜେ ବନ୍ଦୀତ୍ୱର ସମାଜରୁ ପୃଥକ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଅଧିପତିମାନଙ୍କର ଓ ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ୱ ହରଣ କରାଯିବ ଓ ସେ ନିଜେ ବନ୍ଦୀତ୍ୱର ସମାଜରୁ ପୃଥକ କରାଯିବ।”