Ezra 10:9 — Compare Translations
5 translations compared side by side
Odia - 1840
"ତେଣୁ ଯିହୁଦା ଓ ବିନ୍ଯାମିନର ସମଗ୍ର ଲୋକ ତିନିଦିନ ମଧିଅରେ ୟିରୁଶାଲମ ରେ ଏକତ୍ରୀତ ହେଲ। ସହେିଦିନ ନବମ ମାସର ବିଂଶତିତମ ଦିନ ଥିଲା। ଆଉ ସମସ୍ତ ଲୋକେ ପରମେଶ୍ବରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷଯ ଓ ମହାବୃଷ୍ଟି ସକାଶୁ କମ୍ପିତ ହୋଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିହୁଦା ଓ ବିନ୍ୟାମୀନର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ଦିନ ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ଵରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୁଦା ଓ ବିନ୍ୟାମିନର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୁଶାଲମରେ ଏକତ୍ରିତ ହେଲେ। ସେହି ଦିନ ନବମ ମାସର ବିଂଶତିତମ ଦିନ ଥିଲା। ଆଉ ସମସ୍ତ ଲୋକେ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହୋଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିହୁଦା ଓ ବିନ୍ୟାମୀନ୍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।
Odia IRV 2017 (ଓଡିଆ ବାଇବେଲ)