Ezra 2:1 — Compare Translations

5 translations compared side by side

Odia - 1840
"ପ୍ରଦେଶର ଏହି ଲୋକମାନେ ୟୁଦ୍ଧ ବନ୍ଦୀରୁ ମୁକ୍ତିପାଇ ଫରେି ଆସିଲେ। ଅତୀତ ରେ ବାବିଲର ରାଜା ନବୂଖଦ୍ନିତ୍ସର ବନ୍ଦୀ ଭାବରେ ବାବିଲୋନକୁ ନଇୟୋଇଥିଲେ। ସହେି ଲୋକମାନେ ୟିରୁଶାଲମ ଓ ଯିହୁଦାକୁ ଫରେି ଆସିଲେ। ପ୍ରେତ୍ୟକକ ଲୋକେ ସମାନଙ୍କେର ନିଜ ନିଜ ସହରକୁ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଫେରିଥିବା ବନ୍ଦୀମାନଙ୍କର ତାଲିକା ପ୍ରଦେଶର ଏହି ଲୋକମାନେ ଯୁଦ୍ଧ ବନ୍ଦୀରୁ ମୁକ୍ତିପାଇ ଫେରି ଆସିଲେ। ଅତୀତରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ବନ୍ଦୀ ଭାବରେ ବାବିଲୋନକୁ ନେଇଯାଇଥିଲେ। ସେହି ଲୋକମାନେ ଯିରୁଶାଲମ ଓ ଯିହୁଦାକୁ ଫେରି ଆସିଲେ। ପ୍ରତ୍ୟେକ ଲୋକ ସେମାନଙ୍କର ନିଜ ନିଜ ସହରକୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।