Ezra 2:42 — Compare Translations
5 translations compared side by side
Odia - 1840
"ମନ୍ଦିର ଦ୍ବାରପାଳମାନଙ୍କ ବଂଶଧରମାନଙ୍କ ସଂଖ୍ଯା, ଶଲ୍ଲୁମର ବଂଶଧରଗଣ, ଆଟର ବଂଶଧରଗଣ, ଟଲମାନେ ବଂଶଧରଗଣ, ଆକ୍କବ ବଂଶଧରଗଣ, ହଟୀଟା ବଂଶଧରଗଣ ଓ ଶୋବଯର ବଂଶଧରଗଣ ସର୍ବ ମାଟେ 139 ଜଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଆକ୍କବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିର ଦ୍ୱାରପାଳମାନଙ୍କ ବଂଶଧରମାନଙ୍କ ସଂଖ୍ୟା, ଶଲ୍ଲୁମର ବଂଶଧରଗଣ, ଆଟର ବଂଶଧରଗଣ, ଟଲମୋନ ବଂଶଧରଗଣ, ଆକ୍କବ ବଂଶଧରଗଣ, ହଟୀଟା ବଂଶଧରଗଣ ଓ ଶୋବୟର ବଂଶଧରଗଣ ସର୍ବମୋଟ 139 ଜଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।
Odia IRV 2017 (ଓଡିଆ ବାଇବେଲ)
ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।