Ezra 2:59 — Compare Translations
5 translations compared side by side
Odia - 1840
"ନିମ୍ନ ଲିଖିତ ଲୋକମାନେ ସହରରୁ ଆସିଲେ, ତଲମେଲହେ, ତଲହେର୍ଶା, କରେୁବ, ଅଦ୍ଦନ୍ ଓ ଇମ୍ମରେ, ମାତ୍ର ସମାନେେ ଇଶ୍ରାୟେଲୀୟ ଲୋକ ବୋଲି ନିଜନିଜ ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ। ସହେି ଲୋକମାନେ ହେଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତେଲ୍ମେଲହ, ତେଲ୍ହର୍ଶା, କରୁବ, ଅଦ୍ଦନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ନିମ୍ନ ଲିଖିତ ଲୋକମାନେ ସହରରୁ ଆସିଲେ, ତେଲମେଲହ, ତେଲହର୍ଶା, କେରୁବ, ଅଦ୍ଦନ୍ ଓ ଇମ୍ମେର, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ନିଜ ନିଜ ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ। ସେହି ଲୋକମାନେ ହେଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
Odia IRV 2017 (ଓଡିଆ ବାଇବେଲ)
ପୁଣି ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,