Ezra 2:62 — Compare Translations
5 translations compared side by side
Odia - 1840
"ଏହି ଲୋକମାନେ ସମାନଙ୍କେର ବଂଶାବଳୀର ନଥିପତ୍ର ଖାଜେିଲେ, କିନ୍ତୁ ସଗେୁଡିକ ପାଇବାକୁ ଅକ୍ଷମ ହେଲେ, ତେଣୁ ସମାନଙ୍କେୁ ଯାଜକତ୍ବରୁ ବାହାର କରି ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ଵେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକପଦଚ୍ୟୁତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ସେମାନଙ୍କର ବଂଶାବଳୀର ନଥିପତ୍ର ଖୋଜିଲେ, କିନ୍ତୁ ସେଗୁଡ଼ିକ ପାଇବାକୁ ଅକ୍ଷମ ହେଲେ, ତେଣୁ ସେମାନଙ୍କୁ ଯାଜକତ୍ୱରୁ ବାହାର କରି ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।