Ezra 2:63 — Compare Translations

5 translations compared side by side

Odia - 1840
"ଶାସନକର୍ତ୍ତା ସମାନଙ୍କେୁ କହିଲେ ଯେ, ସମାନେେ ସବୁଠୁ ପବିତ୍ର ଖାଦ୍ୟ ଖାଇ ପାରିବେ ନାହିଁ, ଯେପର୍ୟ୍ଯନ୍ତ ଜଣେ ଯାଜକ ଊରୀମ ଓ ତୁମ୍ମୀମ ସହିତ ପରାମର୍ଶ କରି ଉପସ୍ଥିତ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାସନକର୍ତ୍ତା ସେମାନଙ୍କୁ କହିଲେ ଯେ, ସେମାନେ ସବୁଠୁ ପବିତ୍ର ଖାଦ୍ୟ ଖାଇ ପାରିବେ ନାହିଁ, ଯେପର୍ଯ୍ୟନ୍ତ ଜଣେ ଯାଜକ ଊରୀମ ଓ ତୁମ୍ମୀମ ସହିତ ପରାମର୍ଶ କରି ଉପସ୍ଥିତ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ।