Ezra 2:64 — Compare Translations
5 translations compared side by side
Odia - 1840
"ଏମାନେ ସମସ୍ତେ ମିଶି 42,360 ଜଣ ଥିଲେ। ଏମାନଙ୍କର ଦାସଦାସୀ ମିଶି 7,337 ଜଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ସମସ୍ତେ ମିଶି 42,360 ଜଣ ଥିଲେ। ଏମାନଙ୍କର ଦାସଦାସୀ ମିଶି 7337 ଜଣ। ସେମାନଙ୍କର ମଧ୍ୟ 200 ଜଣ ଗାୟକ ଓ ଗାୟୀକା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ।