Ezra 2:68 — Compare Translations
5 translations compared side by side
Odia - 1840
"ସହେି ଦଳଟି ଆସି ୟିରୁଶାଲମର ସଦାପ୍ରଭୁଙ୍କର ମନ୍ଦିର ରେ ଉପସ୍ଥିତ ହେଲେ। ସଦାପ୍ରଭୁଙ୍କର ସହେି ମନ୍ଦିର ସ୍ବସ୍ଥାନ ରେ ସ୍ଥାପନ କରିବା ପାଇଁ ସ୍ବେଚ୍ଛାପୂର୍ବକ ଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ଵରଙ୍କର ସେହି ଗୃହ ସ୍ଵସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦଳଟି ଆସି ଯିରୁଶାଲମର ସଦାପ୍ରଭୁଙ୍କର ମନ୍ଦିରରେ ଉପସ୍ଥିତ ହେଲେ। ସଦାପ୍ରଭୁଙ୍କର ସେହି ମନ୍ଦିର ସ୍ୱସ୍ଥାନରେ ସ୍ଥାପନ କରିବା ପାଇଁ ସ୍ୱେଚ୍ଛାପୂର୍ବକ ଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱ ସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ।