Ezra 2:69 — Compare Translations
5 translations compared side by side
Odia - 1840
"ସମାନେେ ନିଜ ନିଜ ଶକ୍ତି ଅନୁସାରେ ସହେି କର୍ମର ଭଣ୍ତାର ରେ 61,000 ଡାରିକନାମକ ସ୍ବର୍ଣ୍ଣମୂଦ୍ରା ଓ 5,000 ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ 100 ବସ୍ତ୍ର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ତାରରେ ଏକଷଠି ହଜାର ଡାରିକ୍ ସ୍ଵର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିଜ ନିଜ ଶକ୍ତି ଅନୁସାରେ ସେହି କର୍ମର ଭଣ୍ତାରରେ 61,000 ଡାରିକ ନାମକ ସ୍ୱର୍ଣ୍ଣମୂଦ୍ରା ଓ 5000 ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ 100 ବସ୍ତ୍ର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍ମା ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍ମା ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ।