Ezra 2:70 — Compare Translations

5 translations compared side by side

Odia - 1840
"ଯାଜକମାନେ ଓ ଲବେୀୟମାନେ ଲୋକମାନଙ୍କ ମଧ୍ଯରୁ କେତକେ ଏବଂ ଗାଯକମାନେ, ଦ୍ବାରପାଳକମାନେ, ନଥୀନୀଯମାନେ ନିଜନିଜ ନଗର ରେ ଓ ସମଗ୍ର ଇଶ୍ରାୟେଲ ନିଜ ନିଜ ନଗର ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ଵାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନେ ଓ ଲେବୀୟମାନେ ଲୋକମାନଙ୍କ ମଧ୍ୟରୁ କେତେକ ଏବଂ ଗାୟକମାନେ, ଦ୍ୱାରପାଳକମାନେ, ନଥୀନୀୟମାନେ ନିଜ ନିଜ ନଗରରେ ଓ ସମଗ୍ର ଇସ୍ରାଏଲ ନିଜ ନିଜ ନଗରରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ।