Ezra 3:1 — Compare Translations

5 translations compared side by side

Odia - 1840
"ଏହାପରେ ସପ୍ତମ ମାସ ରେ ଇଶ୍ରାୟେଲ ସନ୍ତାନଗଣ ୟିରୁଶାଲମଠାେ ରେ ଏକ ବ୍ଯକ୍ତି ତୁଲ୍ଯ ଏକତ୍ରୀତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ-ସନ୍ତାନଗଣ ସେହିସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଯିରୂଶାଲମରେ ଏକତ୍ରିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଜ୍ଞବେଦିର ପୁନଃନିର୍ମାଣ ଏହା ପରେ ସପ୍ତମ ମାସରେ ଇସ୍ରାଏଲ ସନ୍ତାନଗଣ ଯିରୁଶାଲମଠାରେ ଏକ ବ୍ୟକ୍ତି ତୁଲ୍ୟ ଏକତ୍ରିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ-ସନ୍ତାନଗଣ ସେହି ସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଏକ ମନ ହୋଇ ଯିରୂଶାଲମରେ ଏକତ୍ରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ ସନ୍ତାନଗଣ ସେହିସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଏକ ମନ ହୋଇ ଯିରୂଶାଲମରେ ଏକତ୍ରିତ ହେଲେ।