Ezra 3:10 — Compare Translations
5 translations compared side by side
Odia - 1840
"ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସମାନେେ ଇଶ୍ରାୟେଲର ରାଜା ଦାଉଦଙ୍କ ନିର୍ଣ୍ଣଯ ଅନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୁରୀ ସହିତ ଓ ଆସଫର ସନ୍ତାନ ଲବେୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ରପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣକୁ କରତାଳ ସହିତ ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିର୍ଣ୍ଣୟ ଅନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ରପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।