Ezra 3:11 — Compare Translations
5 translations compared side by side
Odia - 1840
"ସମାନେେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ଯବାଦ ଦଇେ ଏକ ଆ ରକେ ପ୍ରତି ଗାନକରି କହିଲେ, ସେ ମଙ୍ଗଳମଯ, ଯେ ହତେୁ ଇଶ୍ରାୟେଲ ପ୍ରତି ତାଙ୍କର କରୁଣା ଅନନ୍ତକାଳସ୍ଥାଯୀ ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାୟିବା ସକାଶୁ ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ବର ରେ ଜଯଧ୍ବନି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ⇧ । ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚୈଃସ୍ଵରରେ ଜୟଧ୍ଵନି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକ ଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚୈଃସ୍ୱରରେ ଜୟଧ୍ୱନି କଲେ।