Ezra 3:12 — Compare Translations

5 translations compared side by side

Odia - 1840
"ମାତ୍ର ଯେଉଁ ଯାଜକ ଓ ଲବେୀୟ ଓ ପିତୃବଂଶ ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ମନ୍ଦିର ଦେଖିଥିଲେ, ସମାନଙ୍କେ ଦୃଷ୍ଟି ରେ ଏହି ମନ୍ଦିର ଭିତ୍ତିମୂଳ ବସାୟିବା ବେଳେ ସମାନଙ୍କେ ମଧ୍ଯରୁ ଅନକେେ ଉଚ୍ଚ ସ୍ବର ରେ ରୋଦନ କଲେ ଓ ଅନକେେ ଆନନ୍ଦ ରେ ଜଯଧ୍ବନି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶ-ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚୈଃସ୍ଵରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ଵନି କଲେ;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶ ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ମନ୍ଦିର ଦେଖିଥିଲେ, ସେମାନଙ୍କ ଦୃଷ୍ଟିରେ ଏହି ମନ୍ଦିର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚ ସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦରେ ଜୟଧ୍ୱନି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚୈଃସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ;