Ezra 3:13 — Compare Translations
5 translations compared side by side
Odia - 1840
"ତହିଁରେ ଲୋକମାନେ ଆନନ୍ଦଧ୍ବନିର ଓ ଜନତାର କ୍ରନ୍ଦନ ଶଦ୍ଦର ବାରଣ କରିପାରିଲେ ନାହିଁ। ତେଣୁ ଲୋକମାନେ ଉଚ୍ଚ ସ୍ବର ରେ ମହାଧ୍ବନି କଲେ। ଆଉ ତହିଁର ଶଦ୍ଦ ବହୁ ଦୂରକୁ ଶୁଣାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ଆନନ୍ଦଧ୍ଵନିର ଓ ଜନତାର କ୍ରନ୍ଦନଶଦ୍ଦର ପ୍ରଭେଦ କରି ପାରିଲେ ନାହିଁ; ଯେଣୁ ଲୋକମାନେ ଉଚ୍ଚୈଃସ୍ଵରରେ ମହାଧ୍ଵନି କଲେ, ଆଉ ତହିଁର ଶଦ୍ଦ ଅତି ଦୂରକୁ ଶୁଣାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଲୋକମାନେ ଆନନ୍ଦଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ବାରଣ କରି ପାରିଲେ ନାହିଁ। ତେଣୁ ଲୋକମାନେ ଉଚ୍ଚ ସ୍ୱରରେ ମହାଧ୍ୱନି କଲେ। ଆଉ ତହିଁର ଶବ୍ଦ ବହୁ ଦୂରକୁ ଶୁଣାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ଆନନ୍ଦ ଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ପ୍ରଭେଦ କରି ପାରିଲେ ନାହିଁ; ଯେଣୁ ଲୋକମାନେ ଉଚ୍ଚସ୍ୱରରେ ମହାଧ୍ୱନି କଲେ, ଆଉ ତହିଁର ଶବ୍ଦ ଅତି ଦୂରକୁ ଶୁଣାଗଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ ଆନନ୍ଦ ଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ପ୍ରଭେଦ କରି ପାରିଲେ ନାହିଁ; ଯେଣୁ ଲୋକମାନେ ଉଚ୍ଚୈଃସ୍ୱରରେ ମହାଧ୍ୱନି କଲେ, ଆଉ ତହିଁର ଶବ୍ଦ ଅତି ଦୂରକୁ ଶୁଣାଗଲା।