Ezra 3:2 — Compare Translations
5 translations compared side by side
Odia - 1840
"ୟୋଷାଦକର ପୁତ୍ର ଯଶୂେଯ ଓ ତାର ଯାଜକ ଭାତୃଗଣ, ଶେଲ୍ଟୀଯଲରେ ପୁତ୍ର ସରୁଦ୍ଦାବିଲ ଓ ତାର ଭାତୃଗଣ ମିଶି ପରମେଶ୍ବରଙ୍କ ଲୋକ ମାଶାଙ୍କେର ବ୍ଯବସ୍ଥାର ଲିଖନ ଅନୁସାରେ ହାମବେଳି ଉତ୍ସର୍ଗ କରିବା ପାଇଁ ଇଶ୍ରାୟେଲର ପରମେଶ୍ବରଙ୍କ ୟଜ୍ଞବଦେୀ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ ଭ୍ରାତୃଗଣ ଓ ଶଲଟୀୟେଲର ପୁତ୍ର ଯିରୁବ୍ବାବିଲ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ଵରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ଵରଙ୍କ ଯଜ୍ଞବେଦି ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷାଦକର ପୁତ୍ର ଯେଶୂୟ ଓ ତାର ଯାଜକ ଭାତୃଗଣ, ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ତାର ଭାତୃଗଣ ମିଶି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନ ଅନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।