Ezra 3:4 — Compare Translations
5 translations compared side by side
Odia - 1840
"ଏହାପରେ ସମାନେେ ପତ୍ରକୁଟୀର ପର୍ବ ପାଳନ କଲେ। ସମାନେେ ପ୍ରତିଦିନର ବ୍ଯବସ୍ଥା ରେ ଲଖାୟୋଇଥିବା ପ୍ରେତ୍ୟକକ ଦିନର ଆବଶ୍ଯକ ସଂଖ୍ଯା ଅନୁସାରେ ସମାନେେ ହାମବେଳି ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତି ଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁଯାୟୀ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ପତ୍ରକୁଟୀର ପର୍ବ ପାଳନ କଲେ। ସେମାନେ ପ୍ରତିଦିନର ବ୍ୟବସ୍ଥାରେ ଲେଖାଯାଇଥିବା ପ୍ରତ୍ୟେକ ଦିନର ଆବଶ୍ୟକ ସଂଖ୍ୟା ଅନୁସାରେ ସେମାନେ ହୋମବଳି ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତି ଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;