Ezra 3:5 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ନିତ୍ଯ ହାମବେଳି, ଅମାବାସ୍ଯା ରେ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସ୍ବେଚ୍ଛାଦତ୍ତ ନବୈେଦ୍ଯ ଉତ୍ସର୍ଗକାରୀ ପ୍ରେତ୍ୟକକ ଲୋକର ଉପହାର ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ-ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ନିତ୍ୟ ହୋମବଳି, ଅମାବାସ୍ୟାରେ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ।